Masthead

ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭଙ୍ଗା ଚାଲିଛି ବିଜେଡି ନେତା ବବି ଦାସଙ୍କ ଘର । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ ଭଙ୍ଗାଚାଲିଥିବା ଦେଖିବାକୁ ମିଳିଛି । ତେବେ ଏହି ଆଲିଶାନ ବଙ୍ଗଳାକୁ କାହିଁକି ଭଙ୍ଗାହେଉଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି । ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩ ମହଲା କୋଠା ହୋଇଥିଲା। ଯାହାକୁ ଏବେ ଭଙ୍ଗାଯାଉଛି। କେଉଁ ଉଦ୍ଦେଶ୍ୟରେ ଏହାକୁ ପ୍ରଣବ ନିର୍ମାଣ କରିଥିଲେ।

ଯଦି କରିଥିଲେ କାହା ଅନୁମତିରେ କରିଥିଲେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଉ ଏବେ ପ୍ରମାଣ ନଷ୍ଟ କରିବାକୁ ଯାଇ କୋଟି କୋଟି ଟଙ୍କାରେ ନିର୍ମାଣ ହୋଇଥିବା ଘରକୁ ଭାଙ୍ଗୁଥିବା ନେଇ ଚର୍ଚ୍ଚା ହେଉଛି। ପ୍ରଣବ ପ୍ରକାଶ ଦାସ ଏଥର ନିର୍ବାଚନ ହାରିଯାଇଛନ୍ତି । କିଛି ଦିନ ତଳେ ସେ କ୍ୱାର୍ଟର ମଧ୍ୟ ଖାଲି କରିସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ