Masthead

ଭାରସାମ୍ୟ ହରାଇ କାରକୁ ପିଟିଲା ତେଲ ଟ୍ୟାଙ୍କର, ଦୁର୍ଘଟଣାରେ ୨ ମୃତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):ଭାରସାମ୍ୟ ହରାଇ ବାଇକ ଓ କାରକୁ ପିଟିଲା ତେଲ ଟ୍ୟାଙ୍କର ।ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ବଡ଼ ଘାଟି ରେ ମାଲ ବୋଝେଇ ଟ୍ରକ ବ୍ରେକ୍ ଫେଲ୍ ଯୋଗୁଁ ଏକ କାଚକୁ ଧକ୍କା ଦେଇ ଘାଟି ରୁ ଓଲଟି ପଡ଼ିବା ଫଳରେ ଟ୍ରକ ଡ଼୍ରାଇଭର ସମେତ କାରରେ ଯାଉଥିବା ମହିଳା ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିବା ସହିତ ୩ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ହସ୍ପିଟାଲକୁ ସ୍ଥାନାନ୍ତରିତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଏକ କାଜୁ ତେଲ ବୋଝେଇ ଟ୍ରକ ପଲାସା ଠାରୁ ବାହାରି କଲିକତା ଅଭିମୁଖେ ଯାଉଥିବାବେଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ବଡଘାଟି ହରିଡା ମୁଳ ନିକଟରେ ବ୍ରହ୍ମପୁର ଠାରୁ ବିକ୍ରମ ପୁର ଯାଉ ଥିବା ଏକ ଚଳନ୍ତା କାରକୁ ଧକ୍କା ଦେଇ ଓଲଟି ପଡିଥିଲା । ଆହାତଙ୍କ ଅବସ୍ଥା ଗୁରୁତର ଅଛି ବୋଲି ସୁଚନା ମୀିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା