Masthead

ଭାରସାମ୍ୟ ହରାଇ କାରକୁ ପିଟିଲା ତେଲ ଟ୍ୟାଙ୍କର, ଦୁର୍ଘଟଣାରେ ୨ ମୃତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):ଭାରସାମ୍ୟ ହରାଇ ବାଇକ ଓ କାରକୁ ପିଟିଲା ତେଲ ଟ୍ୟାଙ୍କର ।ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ବଡ଼ ଘାଟି ରେ ମାଲ ବୋଝେଇ ଟ୍ରକ ବ୍ରେକ୍ ଫେଲ୍ ଯୋଗୁଁ ଏକ କାଚକୁ ଧକ୍କା ଦେଇ ଘାଟି ରୁ ଓଲଟି ପଡ଼ିବା ଫଳରେ ଟ୍ରକ ଡ଼୍ରାଇଭର ସମେତ କାରରେ ଯାଉଥିବା ମହିଳା ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିବା ସହିତ ୩ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ହସ୍ପିଟାଲକୁ ସ୍ଥାନାନ୍ତରିତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଏକ କାଜୁ ତେଲ ବୋଝେଇ ଟ୍ରକ ପଲାସା ଠାରୁ ବାହାରି କଲିକତା ଅଭିମୁଖେ ଯାଉଥିବାବେଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ବଡଘାଟି ହରିଡା ମୁଳ ନିକଟରେ ବ୍ରହ୍ମପୁର ଠାରୁ ବିକ୍ରମ ପୁର ଯାଉ ଥିବା ଏକ ଚଳନ୍ତା କାରକୁ ଧକ୍କା ଦେଇ ଓଲଟି ପଡିଥିଲା । ଆହାତଙ୍କ ଅବସ୍ଥା ଗୁରୁତର ଅଛି ବୋଲି ସୁଚନା ମୀିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା