Masthead

ଗଛରୁ ପଡ଼ି ବୃଦ୍ଧ ମୃତ

ବସ୍ତା(ବଡ଼ ଖବର ବ୍ୟୁରୋ): ଆମ୍ବ ବିଛାଇବାକୁ ଯାଇ ଗଛରୁ ପଡ଼ି ବୃଦ୍ଧଙ୍କ ମୃତ୍ୟୁ । ବସ୍ତା ଥାନା ମୁଳିଦା ଗ୍ରାମରେ ଅଘଟଣ। ଆମ୍ବ ବିଛାଇବାକୁ ଯାଇ ଗଛରୁ ପଡ଼ି ୭୦ ବର୍ଷର ବୃଦ୍ଧ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ମୃତ୍କ ହେଉଛନ୍ତି ମୃତ୍ୟୁଞ୍ଜୟ ମହାନ୍ତି । ମୃତ୍ୟୁଞ୍ଜୟ ନିଜ ବାଡ଼ି ଆମ୍ବ ଗଛରୁ ଆମ୍ବ ଵିଛାଇବାକୁ ଗଛରେ ଚଢିଥିଲେ । ହଠାତ୍ ପାଦ ଖସିବାରୁ ମୃତ୍ୟୁଞ୍ଜୟ ଗଛ ତଳକୁ ଖସିପଡ଼ିଥିଲେ। ତାଙ୍କୁ ପରିବାର ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାରକରି ବସ୍ତା ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ