Masthead

ଜଜ୍ ଙ୍କୁ ପଥର ଫିଙ୍ଗିଲେ ବୃଦ୍ଧ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ); ଗଞ୍ଜାମ ଛତ୍ରପୁର ଏସଡିଜେଏମ୍ କୋର୍ଟ ହଲରେ ବୃଦ୍ଧଙ୍କ ଉନ୍ମତ୍ତକାଣ୍ଡ । ଏକ ମାମଲାର ଶୁଣାଣି ଚାଲିଥିବାବେଳେ ପଥର ଫିଙ୍ଗିଲେ ବୃଦ୍ଧ । ଅଳ୍ପକେ ବର୍ତ୍ତିଲେ ବିଚାରପତି, ପଥରମାଡରେ ଭାଙ୍ଗିଲା କମ୍ପୁଟର । ସଂପୃକ୍ତ ବୃଦ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । କାହିଁକି ଏଭଳି କାଣ୍ଡ କଲେ ତାହା ଅସ୍ପଷ୍ଟ ।  ତନାଘନା ଜାରି ରଖିଛି ପୋଲିସ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ