ଜଜ୍ ଙ୍କୁ ପଥର ଫିଙ୍ଗିଲେ ବୃଦ୍ଧ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ); ଗଞ୍ଜାମ ଛତ୍ରପୁର ଏସଡିଜେଏମ୍ କୋର୍ଟ ହଲରେ ବୃଦ୍ଧଙ୍କ ଉନ୍ମତ୍ତକାଣ୍ଡ । ଏକ ମାମଲାର ଶୁଣାଣି ଚାଲିଥିବାବେଳେ ପଥର ଫିଙ୍ଗିଲେ ବୃଦ୍ଧ । ଅଳ୍ପକେ ବର୍ତ୍ତିଲେ ବିଚାରପତି, ପଥରମାଡରେ ଭାଙ୍ଗିଲା କମ୍ପୁଟର । ସଂପୃକ୍ତ ବୃଦ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । କାହିଁକି ଏଭଳି କାଣ୍ଡ କଲେ ତାହା ଅସ୍ପଷ୍ଟ ।  ତନାଘନା ଜାରି ରଖିଛି ପୋଲିସ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ