Masthead

ଓଏଲଏକ୍ସ-ବିଜେପି ଅଫିସ ବିକ୍ରି ହେବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣାସୀରୁ ଏଭଳି ଖବର ସାମ୍ନାକୁ ଆସିଛି । କିଛି ଦୁର୍ବୃତ ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟକୁ ଓଏଲଏକ୍ସରେ ବିକ୍ରି ପାଇଁ ବିଜ୍ଞାପନ ଦେଇଛନ୍ତି । ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟର ଫଟୋ ଉଠାଇ ଓଏଲଏକ୍ସରେ ପକାଇଛନ୍ତି । କାର୍ଯ୍ୟାଳୟ ମୂଲ୍ୟ ୭ କୋଟି ୫୦ ଲକ୍ଷ ଟଙ୍କା ରଖିିଛନ୍ତି । ଏହାସହ ବିଜ୍ଞାପନରେ ଅଫିସ୍ ଭିତରର ବ୍ୟବସ୍ଥା, କଠୋରୀ, ପାର୍କିଙ୍ଗ୍ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ଥିବା କୁହାଯାଇଛି । ଏହି ଘଟଣାକୁ ପୋଲିସ ଗୁରୁତର ସହ ନେଇଛି । ପୋଲିସ ଏହି ମାମଲାରେ ଏକ ଏଫଆଇଆର ରୁଜୁ କରିବା ସହ ୪ଜଣ ଅଭିଯୁକ୍ତ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା