Masthead

ଓଏଲଏକ୍ସ-ବିଜେପି ଅଫିସ ବିକ୍ରି ହେବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣାସୀରୁ ଏଭଳି ଖବର ସାମ୍ନାକୁ ଆସିଛି । କିଛି ଦୁର୍ବୃତ ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟକୁ ଓଏଲଏକ୍ସରେ ବିକ୍ରି ପାଇଁ ବିଜ୍ଞାପନ ଦେଇଛନ୍ତି । ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟର ଫଟୋ ଉଠାଇ ଓଏଲଏକ୍ସରେ ପକାଇଛନ୍ତି । କାର୍ଯ୍ୟାଳୟ ମୂଲ୍ୟ ୭ କୋଟି ୫୦ ଲକ୍ଷ ଟଙ୍କା ରଖିିଛନ୍ତି । ଏହାସହ ବିଜ୍ଞାପନରେ ଅଫିସ୍ ଭିତରର ବ୍ୟବସ୍ଥା, କଠୋରୀ, ପାର୍କିଙ୍ଗ୍ ବ୍ୟବସ୍ଥା ଓ ଅନ୍ୟାନ୍ୟ ସୁବିଧା ଥିବା କୁହାଯାଇଛି । ଏହି ଘଟଣାକୁ ପୋଲିସ ଗୁରୁତର ସହ ନେଇଛି । ପୋଲିସ ଏହି ମାମଲାରେ ଏକ ଏଫଆଇଆର ରୁଜୁ କରିବା ସହ ୪ଜଣ ଅଭିଯୁକ୍ତ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା