Masthead

ଆଗକୁ ଯିବାର ଏକମାତ୍ର ଉପାୟ ବିରେନ ସିଂଙ୍କୁ ବହିଷ୍କାର କରିବା: କପିଲ ସିବଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କୁହୁଳୁଛି ମଣିପୁର ହିଂସା । ମଣିପୁର ବର୍ବରତା ପାଇଁ ସାରା ଦେଶ ଲଜ୍ଜିତ । ମଣିପୁରରେ ଶାନ୍ତି ପାଇଁ ରାଜ୍ୟ ସଭା ଏମ୍‌ପି କପିଲ ସିବଲ ବତାଇଛନ୍ତି ରାସ୍ତା। ସିବଲ କହିଛନ୍ତି, ମଣିପୁରରେ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କୁ ବରଖାସ୍ତ କରାଯାଉ । ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଉ ।  ମେ’ ୩ରେ ରେ ରାଜ୍ୟରେ ଜାତି ହିଂସା ଆରମ୍ଭ ହେବା ପରଠାରୁ ୧୬୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି।

ଏକ ଟୁଇଟ୍‌ କରି ସିବଲ କହିଛନ୍ତି, ଆଗକୁ ଯିବାର ଏକମାତ୍ର ଉପାୟ ବିରେନ ସିଂଙ୍କୁ ବହିଷ୍କାର କରିବା । ଧାରା ୩୫୬ ଲାଗୁ କରିବା । ଆମ ଦେଶର ମହିଳାମାନଙ୍କୁ କ୍ଷମା ମାଗିବା। ସିବଲ କହିଛନ୍ତି, ନିର୍ଭୟା ପରଠାରୁ କିଛି ପରିବର୍ତ୍ତନ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି