Masthead

ପୂଜାର୍ଚ୍ଚନାରୁ ଆରମ୍ଭ ହେଲା ଉଦଘାଟନୀ ଉତ୍ସବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦେଶର ଇତିହାସରେ ଯୋଡ଼ି ହେବ ଏକ ନୂତନ ଅଧ୍ୟାୟ। ଭାରତକୁ ମିଳିବ ଅତ୍ୟାଧୁନିକ ନୂତନ ସଂସଦ ଭବନ। ଆଜି ନୂଆ ସଂସଦ ଭବନର ଲୋକାର୍ପଣ ହେବ। ତାମିଲନାଡୁ ଧର୍ମପୁରମ ଅଧିନମ୍ ମଠ ମହନ୍ତ ମୋଦିଙ୍କୁ ସେଙ୍ଗୋଲ ବା ରାଜଦଣ୍ଡ ପ୍ରଦାନ କରିଛନ୍ତି। ଏହି ରାଜଦଣ୍ଡକୁ ଆଜି ନୂଆ ସଂସଦ ଭବନରେ ବାଚସ୍ପତିଙ୍କ ଆସନ ପାଖରେ ସ୍ଥାପନ କରାଯିବ। ସକାଳ ପ୍ରାୟ ସାଢେ ୭ଟାରେ ପୂଜା ଏବଂ ଯଜ୍ଞ ଆରମ୍ଭ ହୋଇଛି ।

ସାଢେ ୮ରୁ ୯ଟା ଭିତରେ ସେଙ୍ଗୋଲକୁ ସ୍ଥାପନ କରାଯିବ। ସଂସଦ ଭବନରେ ଅଛନ୍ତି ପ୍ରଧାନମନ୍ତ୍ରୀ । ତାଙ୍କ ସହ ଅଛନ୍ତି ବାଚସ୍ପତି ଓମ ବିର୍ଲା । ମନ୍ତ୍ର ଉଚ୍ଚାରଣରେ ଚାଲିଛି ପୂଜାର୍ଚ୍ଚନା ହୋମ ଯଜ୍ଞ । ପୂଜାର୍ଚ୍ଚନାରୁ ଆରମ୍ଭ ହେଲା ଉଦଘାଟନୀ ଉତ୍ସବ । ପୂଜାର୍ଚ୍ଚନା ପରେ ସେଙ୍ଗୋଲ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ