ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାର ପୂର୍ଣ୍ଣାଙ୍ଗ ବଜେଟ ଅଧିବେଶନ ଆରମ୍ଭ । ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ । ନବ ଦାସ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି । ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଛନ୍ତି କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’