Masthead

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଗର୍ଜିଛନ୍ତି ଅଙ୍ଗନବାଡି କର୍ମୀ । ୧୦ ଦଫା ଦାବି ନେଇ ଅଙ୍ଗନବାଡି କର୍ମୀ ଆନ୍ଦୋଳନ କରିଛନ୍ତି । ସରାକରୀ କର୍ମଚାରୀର ମାନ୍ୟତା ଦାବି । ମାସିକ ଦରମା ୧୮ ହଜାର ଟଙ୍କା ଦବାକୁ ଦାବି । ଅଙ୍ଗନବାଡି ସହାୟକାଙ୍କୁ ୯ ହଜାର ଟଙ୍କା ଦରମା ଦେବାକୁ ଦାବି ହୋଇଛି ।

ଏହାସହ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗ୍ରାଚ୍ୟୁଇଟି ଦବାକୁ ମଧ୍ୟ ଦାବି କରାଯାଇଛି । ଅବସରକାଳୀନ ସହାୟତା ଓ ୫ ହଜାର ପେନସନ ଦାବି କରିଛନ୍ତି ଅଙ୍ଗନବାଡିକର୍ମୀ । ଗ୍ରୀଷ୍ମ ଛୁଟି ପ୍ରଦାନ କରିବାକୁ ଦାବି କରିଛନ୍ତି । ଏହିସବୁ ଦାବି ନେଇ ରାଜଧାନୀ ରାଜରାସ୍ତାରେ ଗର୍ଜିଛନ୍ତି ଅଙ୍ଗନବାଡି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା