Masthead

ଭୁସୁଡ଼ିଲା ନିର୍ମାଣାଧୀନ ଓଭରବ୍ରିଜ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇର ବାନ୍ଦ୍ରା ଅଞ୍ଜଳରେ ଘଟିଛି ଏକ ଛାତିଥରା ଘଟଣା । ତେବେ ବାନ୍ଦ୍ରା କୁର୍ଲା କମ୍ପେକ୍ସରେ ଏକ ନିର୍ମାଣାଧୀନ ଫ୍ଲାଏଓଭରର ଏକ ଅଂଶ ଖସିଯିବାର କଥା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ କେହି ପ୍ରାଣ ହରାଇନଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି ।

ଆହତମାନଙ୍କୁ ନିକଟସ୍ଥ ଡ଼ାକ୍ତରଖାନାକୁ ନିଆଯାଇଛି ବୋଲି ସୂଚନା ମିଳିଛି । ବି.କେ.ସି ମୁଖ୍ୟ ରାସ୍ତା ଏବଂ ସାନ୍ତାକ୍ରୁଜ –ଚେମ୍ବୁର ଲିଙ୍କ ରୋଡ଼କୁ ସଂଯୋଗ କରୁଥିବା ଏକ ନିର୍ମାଣଧୀନ ଫାଏଓଭରର ଏକ ଅଂଶ ସକାଳ ପ୍ରାୟ ୪.୩୦ ସମୟରେ ଭୁଶୁଡ଼ି ପଡିଛି । ଏଥିରେ କାହାର ମୃତ୍ୟୁ ହୋଇନଥିବା ବେଳେ କେହି ନିଖୋଜ ନଥିବାର କଥା ସାମ୍ନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..