Masthead

ଏଣିକି ପୂଜାରି ହୋଇପାରିବେନି ମନ୍ଦିରର ମାଲିକ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମନ୍ଦିରର ମାଲିକକୁ ନେଇ ସୁପ୍ରିମକୋର୍ଟଙ୍କର ବଡ଼ ନିଷ୍ପତ୍ତି । ତେବେ ମନ୍ଦିରର ପ୍ରକୃତ ମାଲିକ ହେଉଛନ୍ତି ମନ୍ଦିରର ପ୍ରତିଷ୍ଠିତ ଠାକୁର । ଏହାକୁ ପୁରୋହିତ ନେଇ ପାରିବେ ନାହିଁ । ପୂଜାରୀ କେବଳ ଠାକୁରଙ୍କ ଆରୋଧନା କରିବେ ଏବଂ ଦେବତାଙ୍କ ସମ୍ପତ୍ତି ଦେଖାରେଖା କରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏନେଇ ସୁପ୍ରିମକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ହେମନ୍ତ ଗୁପ୍ତା ଏବଂ ଏ ଏସ ବୋପନ୍ନା ଆଜି ଏହି ରାୟ ଶୁଣାଇଛନ୍ତି ।

ଅପରପକ୍ଷରେ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ମନ୍ଦିର ସମ୍ବନ୍ଧୀୟ ରାଜସ୍ୱ ରେକର୍ଡରୁ ପୂଜାରୀଙ୍କ ନାମ ହଟାଇବା ପାଇଁ ଏକ ସର୍କୁଲାର ଜାରି କରାଯାଇଥିଲା । ଏହାକୁ ସୁପ୍ରିମକୋର୍ଟ ସମର୍ଥନ ଜଣାଇବା ସହ ମନ୍ଦିର ସମ୍ବନ୍ଧୀୟ ରାଜସ୍ୱ ରେକର୍ଡରୁ ପୂଜାରୀଙ୍କ ନାମ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପୁରୋହିତ କେବଳ ମନ୍ଦିରର ଠାକୁରଙ୍କର ପୂଜାକରିବେ ଏବଂ ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ।

ଯେହେତୁ ଦେବତାଙ୍କ ନାମ ଆଇନରେ ଆଇନଗତ । ତେଣୁ ମନ୍ଦିରର ସମ୍ପତ୍ତି, ଜମି, ରାଜସ୍ୱ ରେକର୍ଡ ଗୁଡିକୁ ଦେବତାଙ୍କ ନାମରେ ରଖିବା ଉଚିତ । ଏହା ସହ ସୁପ୍ରିମକୋର୍ଟ ମଧ୍ୟ ଜମି ରାଜସ୍ୱର ରେକର୍ଡରୁ ପୁରୋହିତଙ୍କ ନାମ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି