Masthead

ଏବେ ବି ସମସ୍ତ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ନାହାନ୍ତି ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତକାଲି ବିଜେଡି ୯ ଆସନ ପାଇଁ ପ୍ରାର୍ଥୀ ଦେଇଥିବାବେଳେ କଂଗ୍ରେସ ରାଜ୍ୟରେ ୩ ଲୋକସଭା ଓ ଆଉ ୧୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏବେ ବି ଶେଷ ହୋଇନି ତିନ ଦଳର ପ୍ରାର୍ଥୀ ତାଲିକା । ତିନି ପ୍ରମୁଖ ଦଳ ସମସ୍ତ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ନାହାନ୍ତି । ବିଜେପି ୧୬, କଂଗ୍ରେସ ୯ଟି ଏବଂ ବିଜେଡି ୧୬ଟି ଆସନରେ ପ୍ରାର୍ଥୀ ଘୋଷଣା କରିବାକୁ ବାକି ରହିଛି ।

ତେଣୁ ଏବେ ବି ତିନି ଦଳର ଏହି ସବୁ ଆଶାୟୀ ନେତାଙ୍କ ମଧ୍ୟରେ ଛକାପଞ୍ଝା ଜାରି ରହିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି । ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ । ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର