Masthead

ନିର୍ବାଚନରେ ଦଳ ବଡ଼ ବ୍ୟବଧାନରେ ଜିତିବ : ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ଗୌହାଟୀ ବୈଠକକୁ ନେଇ ବିଜେଡି ସଭାପତି ଦେବୀ ମିଶ୍ରଙ୍କ ପ୍ରତିକ୍ରିୟା । ଓଡ଼ିଶାର ଲୋକ ଧାରାବାହିକ ଭାବେ ନବୀନଙ୍କୁ ବାଛି ଆସୁଛନ୍ତି। ପୂର୍ବରୁ ୧୯ରେ ମଧ୍ୟ ୧୨୦ ଆସନ କଥା ପାଇଁ କହିଥିଲେ। ବୈଠକ କରିବା ତାଙ୍କର ଦଳୀୟ ବ୍ୟାପାର ବୋଲି କହିଲେ ବିଜେଡି ସଭାପତି ଦେବୀ ମିଶ୍ର । ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶାରେ ପୁଣି ଥରେ ନବୀନଙ୍କ ନେତୃତ୍ୱରେ ବିଜେଡି ସରକାର ଆସିବ। ପଂଚାୟତ ଓ ପୌର ନିର୍ବାଚନରେ ଲୋକ ଏହା ପ୍ରମାଣିତ କରି ସାରିଛନ୍ତି। ଆଉ ଯେବେ ନିର୍ବାଚନ ହେଉ ଦଳ ବଡ଼ ବ୍ୟବଧାନରେ ଜିତିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ