Masthead

ଯାତ୍ରୀବାହୀ ବସରେ ଲାଗିଲା ନିଆଁ

ରାଇକିଆ(ବଡ଼ ଖବର ବ୍ୟୁରୋ): ଦାରିଙ୍ଗବାଡି ଛକରେ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । କନ୍ଧମାଳ ଜିଲ୍ଲା ଜାତୀୟ ରାଜପଥ ୫୯ରେ ବସରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ରୁଦ୍ରକାଳୀ ନାମକ ଏକ ଘରୋଇ ବସ୍ରେ ନିଆଁ ଲାଗିଛି । ବସଟି ରାମପୁରରୁ ଭଞ୍ଜନଗର ଯାଉଥିବାବେଳେ ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ବାଲିଗୁଡା ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଛି । ତେବେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ