Masthead

ଯାତ୍ରୀବାହୀ ବସରେ ଲାଗିଲା ନିଆଁ

ରାଇକିଆ(ବଡ଼ ଖବର ବ୍ୟୁରୋ): ଦାରିଙ୍ଗବାଡି ଛକରେ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । କନ୍ଧମାଳ ଜିଲ୍ଲା ଜାତୀୟ ରାଜପଥ ୫୯ରେ ବସରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ରୁଦ୍ରକାଳୀ ନାମକ ଏକ ଘରୋଇ ବସ୍ରେ ନିଆଁ ଲାଗିଛି । ବସଟି ରାମପୁରରୁ ଭଞ୍ଜନଗର ଯାଉଥିବାବେଳେ ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ବାଲିଗୁଡା ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଛି । ତେବେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ