Masthead

ଚକିତ୍ସା ପାଇଁ ଆସି ଡାକ୍ତରଙ୍କୁ ହତ୍ୟା କଲେ ରୋଗୀ

କେରଳ  (ବଡ଼ ଖବର ବ୍ୟୁରୋ):   କେରଳର କୋଲ୍ଲମ ଜିଲ୍ଲା ଅଧୀନସ୍ଥ କୋଟ୍ଟାରାକ୍କରା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଜଣେ ମହିଳା ଡାକ୍ତରଙ୍କ ପାଖକୁ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତି ଡାକ୍ତରଙ୍କୁ ଛୁରୀ ଭୁସି ହତ୍ୟା କରିଛି। ଅଭିଯୁକ୍ତ ହେଲେ ସନ୍ଦିପ । ମୃତ ଡାକ୍ତର ହେଲେ ବନ୍ଦନା ଦାସ । ସନ୍ଦିପ ତାଙ୍କ ପରିବାର ସଦସ୍ୟଙ୍କ ସହ ମାଡ଼ପିଟ୍‌ କରି ଆହତ ହୋଇଥିଲେ। ମହିଳା ଡାକ୍ତର ବନ୍ଦନା ଦାସ ତାଙ୍କ ଗୋଡ଼କୁ ଡ୍ରେସିଂ କରୁଥିଲେ। ଏହି ସମୟରେ ସନ୍ଦିପ ଉତକ୍ଷିପ୍ତ ହୋଇ ଡାକ୍ତରଙ୍କ ସମେତ ସେଠାରେ ଥିବା ଲୋକଙ୍କୁ କଇଞ୍ଚି ଓ ଛୁରୀରେ ଆକ୍ରମଣ କରିଥିଲେ।

ଆକ୍ରମଣରେ ଗୁରୁତର ଆହତ ଡା. ଦାସଙ୍କର କିଛି ସମୟ ପରେ ମୃତ୍ୟୁ ଘଟିଥିଲା। ସନ୍ଦିପଙ୍କ ସହ ଥିବା ପୋଲିସ କର୍ମଚାରୀ ମଧ୍ୟ ଆକ୍ରମଣରେ ଆହତ ହୋଇଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଉକ୍ତ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଶଛନ୍ତି। ଉକ୍ତ ଘଟଣାକୁ ବିରୋଧ କରି ଡାକ୍ତରମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାରୁ ସ୍ବାସ୍ଥ୍ୟସେବା ପ୍ରଭାବିତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ