Masthead

ଖଟିଆରେ ବୁହା ହେଲେ ରୋଗୀ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ସେବାର ନଗ୍ନ ଚିତ୍ର । ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ଅପହଞ୍ଚ ସ୍ୱାସ୍ଥ୍ୟସେବା । ଯାହା ଫଳରେ ରୋଗୀଙ୍କୁ ଖଟରେ ବୋହି ଡାକ୍ତରଖାନା ନିଆଯାଉଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ପାଇକକେନ୍ଦୁମୁଣ୍ଡି ପଞ୍ଚାୟତ ନାଗୁପଡା ଗ୍ରାମର । ଏହି ଗ୍ରାମର ଲୋକେ ଦୀର୍ଘ ବର୍ଷ ହେବ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି । ଯାତାୟାତ ପାଇଁ ଗୋଟିଏ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନସ ଗାଡି ଆସିପାରୁନାହିଁ । ଫଲରେ ଖଟିଆରେ ବୋହି ରୋଗୀଙ୍କୁ ଡାକ୍ତର ଖାନା ନେଉଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ