ପେଗାସସ ମାମଲାର ଆଜି ହେବ ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପେଗାସସ ମାମଲାର ଆଜି ହେବ ଶୁଣାଣି । ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ପେଗାସସ ମାମଲାର ଶୁଣାଣି କରାଯିବ । ଏନେଇ ଶତାଧିକ ଆଇନଜୀବୀ ଏବଂ ସାମାଜିକ କର୍ମୀ ଆବେଦନ କରିଥିଲେ । ଏହାକୁ ଦୃଷ୍ଟିରେ ରଖି ପେଗାସସ ପ୍ରସଙ୍ଗରେ ଶୁଣାଣି କରିବାକୁ ନିଷ୍ପତି ନେଇଛନ୍ତି ସର୍ବୋଚ୍ଚ ଅଦାଲତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’