ଏଣିକି ପଶ୍ଚିମ ଦ୍ଵାରରେ ଶ୍ରୀମନ୍ଦିର ଯିବେ ଶ୍ରୀକ୍ଷେତ୍ରବାସୀ

ପୁରୀ (ବଡ଼ ଖବର ବ୍ୟୁରୋ): ଏଣିକି ବିନା ଲାଇନରେ ଛିଡା ହୋଇ ମହପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରୀକ୍ଷେତ୍ରବାସୀ। ପୁରୀ ପୌରାଞ୍ଚଳବାସୀଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ ପ୍ରସଙ୍ଗ ନେଇ ବସିଥିବା ବୈଠକରେ ବଡ଼ ନିଷ୍ପତ୍ତି ହୋଇଛି । ନଭେମ୍ବର ୧ରୁ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ପୁରୀ ପୈାରାଞ୍ଚଳବାସୀ । ଟିକା ସାର୍ଟିଫିକେଟ, ଆରଟିପିସିଆର ନେଗେଟିଭ ରିପୋର୍ଟ ସହ ଆଧାର କାର୍ଡ ଦେଖାଇ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀ ବାସୀ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ