Masthead

ଦୁର୍ଷ୍କମକାରୀକୁ ୧୨ ବର୍ଷ କାରାଦଣ୍ଡ

ଯାଜପୁର (ବଡ଼ ଖବର ବ୍ୟୁରୋ): ଦୁର୍ଷ୍କମକାରୀକୁ ୧୨ ବର୍ଷ କାରାଦଣ୍ଡ । ୨୦୧୭ ସେପ୍ଟେମ୍ବର ୧୫ରେ ଯାଜପୁର ଜିଲ୍ଳା ବୈରି ଥାନା ଅଂଚଳରେ ଘଟିଥିବା ନାବାଳିକା ଦୁର୍ଷ୍କମରେ ଅଭିଯୁକ୍ତକୁ ୧୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ । ଅଭିଯୁକ୍ତ ହେଲେ ସଂଜୟ ବାଙ୍କିରା । ଗଣେଶ ପୂଜା ଓ ବିଶ୍ୱକର୍ମା ପୂଜା ଲାଗି ରାତିରେ ଭିଡ଼ିଓ ଚାଲିଥିବା ବେଳେ ନାବାଳିକା ଜଣକ ଏକା ଘରେ ଥିବାର ସୁଯୋଗ ନେଇ ଅଭିଯୁକ୍ତ ସଂଜୟ ଦୁଷ୍କର୍ମ କରିଥିଲା ।

ଏହି ସମ୍ବେଦନଶୀଳ ମାମଲାରେ ୧୫ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା । ଅଭିଯୁକ୍ତକୁ ୧୨ ବର୍ଷ ଜେଲ ଓ ୨୦ ହଜାର ଟଙ୍କା ଜୋରିମାନ ଆଦେଶ ଦେଇଛନ୍ତି ବିଚାରପତି । ଜୋରିମାନ ରାଶି ଅନାଦେୟ ହେଲେ ୩ ମାସ ଜେଲ ଦଣ୍ଡ ଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । ନାବାଳିକା ମାନସିକସ୍ତରରେ ନିର୍ଯାତିତ ହୋଇଥିବାରୁ ତାଙ୍କୁ ୩ ଲକ୍ଷ ଟଙ୍କା ପ୍ରଦାନ ଲାଗି ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା