Masthead

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ବଲିଉଡ୍‌ ଅଭିନେତା ସଲମାନଙ୍କୁ ହତ୍ୟା ଧମକ । ଯାହାୁ ନେଇ ମୁମ୍ବାଇ ପୋଲିସ ବଡ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ଅଭିଯୁକ୍ତ ଧାକଡ ରାମ ବିଷ୍ଣୋଇଙ୍କୁ ଯୋଧପୁରରୁ ପୋଲିସ ଗିରଫ କରିଛି। ମୁମ୍ବାଇ ଏବଂ ଲୁନି ପୋଲିସ ମିଳିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଗିରଫ ପରେ ପୋଲିସ ରୋହିଚା କଳା ବାସିନ୍ଦା ଧାକାଡ ରାମଙ୍କୁ ମୁମ୍ବାଇ ନେଇଛି।

ତାଙ୍କ ନାଁରେ ପଞ୍ଜାବ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତାଙ୍କୁ ଧମକ ମଧ୍ୟ ଅଭିଯୋଗ ରହିଛି। ଏନେଇ ସଲମାନ ଖାନ ଓ ତାଙ୍କ ପରିବାର ଲୋକେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରିଥିଲେ । ଅଭିଯୁକ୍ତ ୨୧ ବର୍ଷିୟ ଧାକଡ ରାମକୁ ଗିରଫ କରିବା ପରେ ପୋଲିସ ତାକୁ ମୁମ୍ବାଇ ଆଣିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ