Masthead

ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା, ୫ କିଲୋ ଓଜନର ଲ୍ୟାଣ୍ଡମାଇନ ଉଦ୍ଧାର

ସୁକୁମା (ବଡ଼ ଖବର ବ୍ୟୁରୋ): ଅଳ୍ପକେ ବର୍ତ୍ତିଲେ ସିଆରପିଏଫ ଯବାନ । ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଏଭଳି ଘଟଣା ଘଟିଛି ଛତିଶଗଡ଼ ସୁକୁମା ଜିଲ୍ଲା ଅନ୍ତର୍ଗତ ନିପା ଜଙ୍ଗଲରେ । ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ୫ କିଲୋ ଓଜନର ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି ଯବାନ । ପୋଲିସକୁ ଟାର୍ଗେଟ କରି ମାଓବାଦୀମାନେ ଏହି ଲ୍ୟାଣ୍ଡମାଇନ ଖଞ୍ଜିଥିଲେ ।

ମାଓ ଦମନ ପାଇଁ ୨୦୬ ବାଟାଲିଆନର ସିଆରପିଏଫ ଯବାନଙ୍କ କମ୍ବିଂ ଅପରେସନ ବେଳେ ମେଟାଲ ଡିଟେକ୍ଟର ଯୋଗେ ଏହି ଲ୍ୟାଣ୍ଡମାଇନ ଠାବ କରାଯାଇଥିଲା । ପରେ ଏହାକୁ ଡିଫ୍ୟୁଜ କରାଯାଇଥିଲା । ଡିଫ୍ୟୁଜ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଏହା ଅତି ସହଜରେ ପୋଲିସ ଗାଡ଼ିକୁ କ୍ଷତି ପହଂଚାଇ ପାରିଥାନ୍ତା ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ