ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ । ୪ ଦିନ ପରେ ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ । ଯାଞ୍ଚ ପରେ ୨୭୬ ଯାତ୍ରୀଙ୍କ ସହ ମୁମ୍ବାଇ ଫେରିଲା ବିମାନ । ମାନବ ଚାଲାଣ ସନ୍ଦେହରେ ଗତ ୨୧ରୁ ବିମାନ ଅଟକ ଥିଲା । ଫ୍ରାନ୍ସର ଭାଟ୍ରି ବିମାନ ବନ୍ଦରରେ ଅଟକ ରଖିଥିଲେ କର୍ତ୍ତୃପକ୍ଷ । ୩୦୩ ଯାତ୍ରୀଙ୍କୁ ଧରି ଦୁବାଇରୁ ନିକାରାଗୁଆ ଯାଉଥିଲା ବିମାନ । ଆଜି ଭୋର ୪ଟା ବେଳେ ୨୭୬ଜଣ ଯାତ୍ରୀଙ୍କୁ ନେଇ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛି ଏହି ବିମାନ । ୪ଦିନ ଧରି ଫ୍ରାନ୍ସରେ ଫସିଥିବା ଏହି ବିମାନ ଶେଷରେ ମୁମ୍ବାଇରେ ଅବତରଣ କରିଛି । ତେବେ ବିମାନଟି ଭାରତ ଫେରିବା ପରେ ଯାତ୍ରୀ ଆଶ୍ୱସ୍ତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ