Masthead

ରାଷ୍ଟ୍ରପତି ଉଡ଼ାଇବେ ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ଉଡ଼ାଇବେ ବିମାନ । ଦ୍ରୌପଦୀ ମୁର୍ମୁ ଆସାମର ତେଜପୁର ଏୟାରଫୋର୍ସ ଷ୍ଟେସନରୁ ‘ସୁଖୋଇ -୩୦ ଏମକେ ଲଢୁଆ ବିମାନ ଉଡ଼ାଇବେ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି । ସେ କହିଛନ୍ତି ଏପ୍ରିଲ ୬ରୁ ୮ ଯାଏ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସାମ ଗସ୍ତରେ ଯିବେ । ଏପ୍ରିଲ୍‌ ୭ ତାରିଖ ଦିନ ସେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ‘ଗଜ ଉତ୍ସବ-୨୦୨୩’ ଉଦଘାଟନ କରିବେ।

ଏପ୍ରିଲ୍‌ ୮ ରେ ତେଜପୁର ଏୟାରଫୋର୍ସ ଷ୍ଟେସନରୁ ସ୍ୱଳ୍ପ ସମୟ ପାଇଁ ‘ସୁଖୋଇ ୩୦ ଏମ୍‌କେଆଇ’ ଲଢୁଆ ବିମାନ ଉଡ଼ାଇବେ ବୋଲି ମୁଖପାତ୍ର ଜଣକ କହିଛନ୍ତି। ସୂଚନା ଅନୁସାରେ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲ ୩୦ ମିନିଟ ଧରି ପୁନେରେ ‘ସୁଖୋଇ -୩୦ ଏମକେଆଇ’ ଉଡ଼ାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି