Masthead

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବିମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବିମାନ । ବିମାନରେ ଯାତ୍ରା କରୁଥିବା ସାଂସଦ ସଞ୍ଜୟ ସିଂ ଟ୍ୱିଟ୍ କରି ଏହା କହିଛନ୍ତି । ଆଜି ଭୁବନେଶ୍ୱରରେ ଏୟାର ଭିଷ୍ଟାରା ବିମାନ ଅବତରଣ କରିବା ସମୟରେ ଲୋକଙ୍କ ହୃଦୟ କମ୍ପିତ ହୋଇଥିଲା । ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲା ।

ଆମ୍ ଆଦମୀ ପାର୍ଟିର ସାଂସଦ ସଞ୍ଜୟ ସିଂ କରିଛନ୍ତି ଯେ ବୁଧବାର ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିବା ସମୟରେ ଏକ ଭିଷ୍ଟାରା ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାରୁ ରକ୍ଷା ପାଇଛି। ସୂଚନା ଅନୁସାରେ ସକାଳ ୭ ଟାରେ ଦିଲ୍ଲୀ ଛାଡିଥିବା ବିମାନ ସକାଳ ଦୁଇ ଘଣ୍ଟା ବିଳମ୍ବରେ ଭୁବନେଶ୍ୱରରେ ପହଞ୍ଚିଛି । ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା! 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା!