Masthead

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବିମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବିମାନ । ବିମାନରେ ଯାତ୍ରା କରୁଥିବା ସାଂସଦ ସଞ୍ଜୟ ସିଂ ଟ୍ୱିଟ୍ କରି ଏହା କହିଛନ୍ତି । ଆଜି ଭୁବନେଶ୍ୱରରେ ଏୟାର ଭିଷ୍ଟାରା ବିମାନ ଅବତରଣ କରିବା ସମୟରେ ଲୋକଙ୍କ ହୃଦୟ କମ୍ପିତ ହୋଇଥିଲା । ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲା ।

ଆମ୍ ଆଦମୀ ପାର୍ଟିର ସାଂସଦ ସଞ୍ଜୟ ସିଂ କରିଛନ୍ତି ଯେ ବୁଧବାର ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିବା ସମୟରେ ଏକ ଭିଷ୍ଟାରା ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାରୁ ରକ୍ଷା ପାଇଛି। ସୂଚନା ଅନୁସାରେ ସକାଳ ୭ ଟାରେ ଦିଲ୍ଲୀ ଛାଡିଥିବା ବିମାନ ସକାଳ ଦୁଇ ଘଣ୍ଟା ବିଳମ୍ବରେ ଭୁବନେଶ୍ୱରରେ ପହଞ୍ଚିଛି । ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ