Masthead

ଲୋକାର୍ପଣ ପୂର୍ବରୁ ଭାଙ୍ଗିଲା ଫଳକ, ଅଧା ବାଟରୁ ଫେରିଲେ ମନ୍ତ୍ରୀ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଲୋକାର୍ପଣ ପୂର୍ବରୁ ବିଜୁ ସେତୁ ଫଳକ ଭାଙ୍ଗିଦେଲେ। ଯେଉଁଥିପାଇଁ ଯାଇଥିବା ମନ୍ତ୍ରୀ ଅଧା ବାଟରୁ ଫେରିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ନିର୍ବାଚନମଣ୍ଡଳୀରେ । ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଅପଦସ୍ଥ ହେବାକୁ ପଡ଼ିଲା। ତେବେ କିଏ ଫଳକ ଭାଙ୍ଗିଲା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ମହାକାଳପଡା ବ୍ଲକ୍‌ ବତୀଘର ପଞ୍ଚାୟତ ନିପାଣିଆ ଖୋଳା ନାଳରେ ବିଜୁ ସେତୁ ନିର୍ମାଣ ହୋଇଥିଲା।

ସେହି ସେତୁ ଲୋକାର୍ପିତ ହୋଇଥାଆନ୍ତା। ସେଥିପାଇଁ ଫଳକ ନିର୍ମାଣ କରାଯାଇଥିଲା। ନିର୍ଦ୍ଧାରିତ ସମୟରେ ସ୍ଥାନୀୟ ବିଧାୟକ ତଥା ସମବାୟ ଖାଦ୍ୟ ଯୋଗାଣ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିଜର ସମର୍ଥକଙ୍କ ସହ ନିପାଣିଆ ଅଭିମୁଖେ ବାହାରିଥିଲେ। ହେଲେ ସେଠାରେ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ ଫଳକକୁ ଭାଙ୍ଗି ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ