Masthead

୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସନ୍ତା ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଆଇଆଇଏମ୍‌ ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ । IIM କାର୍ଯ୍ୟକ୍ରମ ସହ ସାଧାରଣ ସଭାରେ ଯୋଗଦେବେ । ଏହି କ୍ୟାମ୍ପସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା ।  ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର