Masthead

ବର୍ଷାରେ ଧୋଇଗଲା ପୋଲ

ଅନୁଗୁଳ (ବଡ଼ ଖବର ବ୍ୟୁରୋ) : ଲଗାଣ ବର୍ଷାରେ ଧୋଇହୋଇଗଲା ଗାଁ କୁ ସଂଯୋଗ କରୁଥିବା ପୋଲ। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ପରା ପଞ୍ଚାୟତରେ ଏଭଳି ଘଟଣା ଘଟିଛି । ୨ ବର୍ଷ ପୂର୍ବେ ପୋଲ ନିର୍ମାଣ ହୋଇଥିଲା ।ମାତ୍ର ଏହି ବର୍ଷାରେ ଧୋଇହୋଇ ଯାଇଛି ପୋଲ । ଲୋକମାନେ ଏବେ କିଭଳି ଯାତାୟତ କରିବେ ଏନେଇ ପ୍ରଶ୍ନ ସୃଷ୍ଟି ହେଉଛି । ଏହା ପ୍ରତି ପ୍ରଶାସନ ତୁରନ୍ତ ପଦଷେପ ନିଆଯାଉ ବୋଲି ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ