Masthead

ଫିଲ୍ମ ଷ୍ଟାଇଲରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କେସିଙ୍ଗା(ବଡ଼ ଖବର ବ୍ୟୁରୋ): ଅଭିଯୁକ୍ତଙ୍କୁ ଫିଲ୍ମ ଷ୍ଟାଇଲରେ ଧରିଲା କେସିଙ୍ଗା ପୋଲିସ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଂଚଳରେ ଟ୍ରେନରେ ଯାଉଥିବା ଜଣେ ଯୁବକକୁ ଲୁଟ ତରାଜ ଘଟଣାରେ କେସିଙ୍ଗା ପୋଲିସ ଫିଲ୍ମ ଷ୍ଟାଇଲରେ ଗିରଫ କରିଛି ।

ଜଣକୁ କେସିଙ୍ଗା ବିଦ୍ୟାପୀଠ ପଡ଼ିଆ ନିକଟରୁ ଜଣକୁ ଓ ବସ ଭିତରୁ ଆଉଜଣକୁ ଚଢ଼ାଉ କରି ଅଟକ ରଖିଛନ୍ତି। ୧୧୨ ସୂତ୍ରରୁ ପୋଲିସ ଖବର ପାଇ ସଙ୍ଗେ ସଙ୍ଗେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା