Masthead

ଫିଲ୍ମ ଷ୍ଟାଇଲରେ ଗଞ୍ଜେଇ ଗାଡିକୁ ଧରିଲା ପୋଲିସ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):ପୁଷ୍ପା ଚଳଚ୍ଚିତ୍ର ଭଳି ଗାଡିକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଧରିଲା ଚିତ୍ରକୋଣ୍ଡା ପୋଲିସ । ଗତ ମଧ୍ୟାନ ରାତ୍ରିରେ ଆନ୍ଧ୍ର ଓଡିଶା ସୀମା ପାଖରେ ଓଡିଶା ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ଏକ ପିକପ ଗାଡି ଓ ଟ୍ରକ ଦ୍ରୁତ ଗତିରେ ଯାଉଥିବା ଦେଖିଥିଲା ପୋଲିସ । ସଙ୍ଗେ ସଙ୍ଗେ ପୋଲିସ ଗାଡି ସେହି ପିକପ ଭ୍ୟାନକୁ ପିଛା କରିବା ଆରମ୍ଭ କରିଥିଲା । ଗୋଡ଼ାଇ ଗୋଡ଼ାଇ ଗାଡିଟିକୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ । ପିକପ ଭ୍ୟାନରେ ଗଞ୍ଜେଇ ଆନ୍ଧ୍ରର ଦାରାକୋଣ୍ଡାକୁ ଚାଲାଣ ହଉଥିବା ସୂଚନା ମିଳିଥିବା ବେଳେ ଘଟଣା ସ୍ଥଳରୁ ଗୋଟିଏ ପିକପ ଭ୍ୟାନ ଓ ଗୋଟିଏ ଟ୍ରକକୁ ଜବତ କରିଛି ଚିତ୍ରକୋଣ୍ଡା ପୋଲିସ । ଗାଡ଼ିରେ ଥିବା ସମସ୍ତ ଚାଲାଣକାରୀ ଫେରାର ହୋଇ ଯାଇଥିବା ସୂଚନା ମିଳିଛି ।ଗାଡ଼ି ରେ ୧୦୦୦ ଳଶ ଗଂଜେଇ ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ