Masthead

୭ ବାଟାଲିୟନ କ୍ୟାମ୍ପସରେ ବୃକ୍ଷରୋପଣ କଲେ ପୋଲିସ କମିସନର

ଭୁବନେଶ୍ୱରେ (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରେ ୭ ବାଟାଲିୟନରେ ବୃକ୍ଷରୋପଣ କଲେ ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

କମିଶନରେଟ ପୋଲିସ ସହ ଓଡ଼ିଶା ୭ ବାଟାଲିୟନ କମାଡାଣ୍ଡ ବିଜୟ କୁମାର ସାହୁ ତାଙ୍କ ସହିତ ଓଏସଏପି ସଙ୍ଘର କର୍ମକର୍ତ୍ତା ମାନଙ୍କ ମିଳିତ ଉଦ୍ୟମରେ ହେଲା ବୃକ୍ଷରୋପଣ କାର୍ଯ୍ୟକ୍ରମ । ୩୦୦ ଚାରା ରୋପଣ ହୋଇଛି ବୋଲି ସୂଚନା ଦେଲେ ଖୋଦ କମିସନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ