Masthead

ନବବଧୂ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ

ଦଶରଥପୁର(ବଡ଼ ଖବର ବ୍ୟୁରୋ): ନବବଧୂ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ମୃତ ନବବଧୂ ଜଣଙ୍କ ନାବାଳିକା ହୋଇଥିବାରୁ ଚାଇଲଡ ୱେଲଫେୟାର ପକ୍ଷରୁ ôଥାନାରେ ଅଭିଯୋଗ କରାଯାଇଛି । ଦଶରଥପୁର ସମନ୍ୱିତ ଶିଶୁ ବିକାଶ ବିଭାଗ ସୁପର ଭାଇଜର ନିନାରାଣୀ ରାଉତ ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ବିବାହର ୭ ମାସ ମଧ୍ୟରେ ନାବାଳିକା ଜଣଙ୍କର ମୃତ୍ୟ ସନେ୍ଦହ ସୃଷ୍ଟି ହୋଇଛି । ସ୍ୱାମୀ ଏବଂ ଶାଶୁ ମିଳିମିଶି ତଣ୍ଟି ଚିପି ହତ୍ୟା କରିଛନ୍ତି ବୋଲି ମୃତ ନାବାଳିକାର ପରିବାର ଅଭିଯୋଗ କରିଛନ୍ତି । ଏବଂ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ଦାବୀ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ