Masthead

ପୋଲିସ ବିଜେପି କର୍ମୀ ଠେଲାପେଲା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ପୋଲିସ ବିଜେପି କର୍ମୀ ଧସ୍ତାଧସ୍ତି । ଭଦ୍ରକ ଗାନ୍ଧୀ ପଡିଆରେ ଧସ୍ତାଧସ୍ତି ହେଲେ ବିଜେପି କର୍ମୀ ପୋଲିସ । ଆଜି ଭଦ୍ରକ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଗାନ୍ଧୀ ପଡିଆରୁ ଏକ ବିଶାଳ ଶୋଭାଯାତ୍ରା ବାହାରିଥିଲା । ଜିଲ୍ଲାପାଳଙ୍କ ସମ୍ମୁଖରେ ବିକ୍ଷୋଭ କରିଥିଲା ଭଦ୍ରକ ଜିଲ୍ଲା ବିଜେପି । ବିକ୍ଷୋଭ ବେଳେ ପୋଲିସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତା ଧସ୍ତି । ଏହି ସମୟରେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା ମନ ମୋହନ ସାମଲ, ଯୁବ ବିଧାୟକ ସୂର୍ୟ୍ୟବଂଶୀ ସୁରଜ, ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ ଙ୍କ ସମେତ ଶତାଧିକ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା