Masthead

ପୋଲିସ ବିଜେପି କର୍ମୀ ଠେଲାପେଲା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ପୋଲିସ ବିଜେପି କର୍ମୀ ଧସ୍ତାଧସ୍ତି । ଭଦ୍ରକ ଗାନ୍ଧୀ ପଡିଆରେ ଧସ୍ତାଧସ୍ତି ହେଲେ ବିଜେପି କର୍ମୀ ପୋଲିସ । ଆଜି ଭଦ୍ରକ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଗାନ୍ଧୀ ପଡିଆରୁ ଏକ ବିଶାଳ ଶୋଭାଯାତ୍ରା ବାହାରିଥିଲା । ଜିଲ୍ଲାପାଳଙ୍କ ସମ୍ମୁଖରେ ବିକ୍ଷୋଭ କରିଥିଲା ଭଦ୍ରକ ଜିଲ୍ଲା ବିଜେପି । ବିକ୍ଷୋଭ ବେଳେ ପୋଲିସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତା ଧସ୍ତି । ଏହି ସମୟରେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା ମନ ମୋହନ ସାମଲ, ଯୁବ ବିଧାୟକ ସୂର୍ୟ୍ୟବଂଶୀ ସୁରଜ, ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ ଙ୍କ ସମେତ ଶତାଧିକ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ