Masthead

ଫେରାର ଘର ମାଲିକଙ୍କୁ ଖୋଜୁଛି ପୋଲିସ

ଲମତାପୁଟ(ବଡ଼ ଖବର ବ୍ୟୁରୋ): ମାଛକୁଣ୍ଡ ସାନ କିଛବ ଗ୍ରାମରେ ଗଛିତ ଥିବା ବିପୁଳ ଗଞ୍ଜେଇ ଜବତ କରିଛି ପୋଲିସ । କୋରାପୁଟ ଏସପିଙ୍କ ନିଦେ୍ର୍ଦଶକ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତେରେ ମାଛକୁଣ୍ଡ, ଜଲାପୁଟ ଏବଂ ଲମତାପୁଟ ପୋଲିସ ମିଳିତ ଭାବେ ସ୍ୱତନ୍ତ୍ର ଟିମ ଗଠନ କରି ବଡକିଚବ ଗ୍ରାମର ଦେବବଡ ନାୟକଙ୍କ ଘରେ ଚଢଉ କରିଥିଲେ ।

ପୋଲିସକୁ ଦେଖି ଦେବ ଏବଂ ତାଙ୍କର ଅନ୍ୟ ସହଯୋଗୀମାନେ ଫେରାର ହୋଇଯାଇଥିଲେ । ଘରକୁ ଯାଞ୍ଚ କରିବାରୁ ୯ଟି ବସ୍ତାରେ ୨କ୍ୱିଣ୍ଟାଲ ଗଞ୍ଜେଇ ବାହାର କରିଥିଲେ । ଏହି ଗଂଜେଇର ମୂଲ୍ୟ ପ୍ରାୟ ୨୦ଲକ୍ଷ ହେବ ବୋଲି ପୋଲସ କହିଛି । ଫେରାର ଥିବା ଅନ୍ୟମାନଙ୍କୁ ଖୋଜୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା