Masthead

କେସ୍ ରଫାଦଫା ପାଇଁ ଲାଞ୍ଚ ନେଉଛନ୍ତି ପୋଲିସ ବାବୁ

ବାରିପଦା(ବଡ଼ ଖବର ବ୍ୟୁରୋ): ଖୁଲମଖୁଲା ଲାଞ୍ଚ ନେଉଛି ପୋଲିସ। ସୋସିଆଲ ମିଡିଆରେ ହେଲା ଭିଡିଓ ଭାଇରାଲ। ବିଶୋଇ ଥାନା ଏଏସଆଇ ଅବଦୁଲ ମତଲିବ ଖାନ ଲାଂଚ ନେଉଥିବାର ଭିଡିଓ ଭାଇରାଲ ହୋଇଛି । ସୂଚନା ଅନୁସାରେ କୌଣସି ଏକ ମାମଲାରେ କେଶ୍ ରଫାଦଫା ପାଇଁ ଟଙ୍କା ନେଉଥିବା ଦେଖିବାକୁ ମିଳିଛି। ଏବେ ମୟୂରଭଞ୍ଜ ପୋଲିସର କାର୍ୟ୍ୟଦକ୍ଷତାକୁ ନେଇ ଉଠୁଛି ପ୍ରଶ୍ନ। ଘଟଣାଟି କିଛିଦିନ ତଳର ବୋଲି ସୂଚନା ମିଳିଛି । ଏହି ଘଟଣାରେ କାହାର ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା