Masthead

‘ମୋର କିଛି ହେଲେ ବଦଳିବ ଓଡ଼ିଶାର ରାଜନୈତିକ ଚିତ୍ର’:ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ ପ୍ରଦୀପ ପାଣିଗ୍ରାହୀ । ଗଞ୍ଜାମର ବେଗୁନିଆପଡା ଗସ୍ତ କରିବେ ଫାଇଭ ଟି ସଚିବ । ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ସଚିବ । ଯାହାକୁ ନେଇ ସଚିବଙ୍କୁ ଟାର୍ଗେଟ କରିଛନ୍ତି ପ୍ରଦୀପ । ପ୍ରଦୀପ କହିଛନ୍ତି ମୋ ନିର୍ବାଚନ ମଣ୍ଡଳୀକୁ କିଏ ମୋତେ ରୋକିବ ମୁଁ ଦେଖିବି । ଆଜି ମୋ ଉପରେ କିଛି ଆକ୍ରମଣ ହେଲେ ଦାୟୀ ରହିବେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନସଚିବ, ପୋଲିସ ଡିଜି ।

ମୋ ନିର୍ବାଚନ ମଣ୍ଡଳୀକୁ ମୁଖ୍ୟମନ୍ତ୍ରୀ ଗଲେ ସମ୍ମାନ ସହ ସ୍ୱାଗତ କରିଵି । କିନ୍ତୁ ଜଣେ ସଚିବ ଯାଉଛନ୍ତି । ତାଙ୍କ ପାଇଁ ଏତେ ସୁରକ୍ଷା ବ୍ୟବସ୍ଥା କାହିଁକି । ମୁଁ ଯାଉଛି ଏବେ, ଶୁଣିଲି ମୋ ଯିବା ବାଟରେ ପୋଲିସ ମୋତେ ଅଟକାଇବ । ମୋତେ ଜଦି ଅଟକାଇଲେ ତେବେ ଓଡିଶା ରାଜନୀତି ଚିତ୍ରପଟ ବଦଳିବ । ସରକାରୀ କାର୍ଯ୍ୟକ୍ରମରେ ୪୦୦୦ହଜାର ପୋଲିସ ଜଗିବେ ଓଡ଼ିଶା ଲୋକଙ୍କୁ କଣ ଗାଣ୍ଡୁ ଭାବୁଛନ୍ତି କି ବୋଲି କହିଲେ ପ୍ରଦୀପ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ