Masthead

‘ମୋର କିଛି ହେଲେ ବଦଳିବ ଓଡ଼ିଶାର ରାଜନୈତିକ ଚିତ୍ର’:ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ ପ୍ରଦୀପ ପାଣିଗ୍ରାହୀ । ଗଞ୍ଜାମର ବେଗୁନିଆପଡା ଗସ୍ତ କରିବେ ଫାଇଭ ଟି ସଚିବ । ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ସଚିବ । ଯାହାକୁ ନେଇ ସଚିବଙ୍କୁ ଟାର୍ଗେଟ କରିଛନ୍ତି ପ୍ରଦୀପ । ପ୍ରଦୀପ କହିଛନ୍ତି ମୋ ନିର୍ବାଚନ ମଣ୍ଡଳୀକୁ କିଏ ମୋତେ ରୋକିବ ମୁଁ ଦେଖିବି । ଆଜି ମୋ ଉପରେ କିଛି ଆକ୍ରମଣ ହେଲେ ଦାୟୀ ରହିବେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନସଚିବ, ପୋଲିସ ଡିଜି ।

ମୋ ନିର୍ବାଚନ ମଣ୍ଡଳୀକୁ ମୁଖ୍ୟମନ୍ତ୍ରୀ ଗଲେ ସମ୍ମାନ ସହ ସ୍ୱାଗତ କରିଵି । କିନ୍ତୁ ଜଣେ ସଚିବ ଯାଉଛନ୍ତି । ତାଙ୍କ ପାଇଁ ଏତେ ସୁରକ୍ଷା ବ୍ୟବସ୍ଥା କାହିଁକି । ମୁଁ ଯାଉଛି ଏବେ, ଶୁଣିଲି ମୋ ଯିବା ବାଟରେ ପୋଲିସ ମୋତେ ଅଟକାଇବ । ମୋତେ ଜଦି ଅଟକାଇଲେ ତେବେ ଓଡିଶା ରାଜନୀତି ଚିତ୍ରପଟ ବଦଳିବ । ସରକାରୀ କାର୍ଯ୍ୟକ୍ରମରେ ୪୦୦୦ହଜାର ପୋଲିସ ଜଗିବେ ଓଡ଼ିଶା ଲୋକଙ୍କୁ କଣ ଗାଣ୍ଡୁ ଭାବୁଛନ୍ତି କି ବୋଲି କହିଲେ ପ୍ରଦୀପ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ