Masthead

କଡ଼ା ସୁରକ୍ଷାରେ ହେବ ଅତିକଙ୍କ ପୋଷ୍ଟମର୍ଟମ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉମେଶ ପାଲ ହତ୍ୟା କାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କାଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଉଭୟଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ଏହି ଘଟଣା ଘଟିଛି। ଏହି ଡନ ବ୍ରଦର୍ସଙ୍କ ମୃତ୍ୟୁ ଖବର ସମସ୍ତଙ୍କୁ ଚମକାଇ ଦେଇଛି ।

ଏବେ ଏହାର ତଦନ୍ତ ଉପରେ ରହିଛି ସମସ୍ତଙ୍କ ନଜର। ଏମାନଙ୍କ ହତ୍ୟାକାଣ୍ଡକୁ ନେଇ ରାଜନୀତି ସରଗରମ ହୋଇଥିବାବେଳେ ଏସଆରଏନ ହସ୍ପିଟାଲରେ ଏମାନଙ୍କର ପୋଷ୍ଟ ମର୍ଟମ କରାଯିବ ବୋଲି ଜଣାପଡିଛି। ତେବେ ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର