Masthead

ବିଦ୍ୟୁତ ବିଭାଗର ଖାମଖିଆଲି କାମ, ଚାଲିଗଲା ନିରୀହ ଶିଶୁର ଜୀବନ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ବିଭାଗର ଅପାରଗତା ତଥା ବିଦ୍ୟୁତ ବିଭାଗର ଭୁଲ କାମଯୋଗୁଁ ଅକାରଣରେ ଚାଲିଗଲା ସାତ ବର୍ଷର ଝିଅର ଜୀବନ । ପଦ୍ମପୁର ଉପଖଣ୍ଡ ଗାଇସିଲାଟ ଥାନା ଜନକେଡା ଗ୍ରାମର ଜଣେ ସାତ ବର୍ଷର ଶିଶୁକନ୍ୟା ଖେଳୁଥିବା ସମୟରେ ଘର ସମ୍ମୁଖରେ ଥିବା ଇଲେକ୍ଟ୍ରିପୋଲ ସଂସ୍ପର୍ଶରେ ଆସି ଅଚେତ ହୋଇପଡିଲେ । ପରିବାର ଲୋକେ ପ୍ରଥମେ ତାଲପାଲି ଡାକ୍ତରଖାନା ଓ ପରେ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ପଦ୍ମପୁର ଡାକ୍ତରଖାନାରେ ଡାକ୍ତର ଶିଶୁକନ୍ୟାକୁ ମୄତ ଘୋଷଣା କରିଥିଲେ ।

ବିଦ୍ୟୁତ ଖୁଣ୍ଟ ଗୁଡିକ ମୁକୁଲା ଭାବରେ ପଡିରହିଛି ତଥା ବିଦ୍ୟୁତ ବିଭାଗ ପକ୍ଷରୁ ଠିକ ଭାବରେ ରକ୍ଷଣାବେକ୍ଷଣ ଯାଞ୍ଚ ନ କରିବା ଏବଂ ବିଦ୍ୟୁତ ବିଭାଗର ଖାମଖିଆଲି ମନୋଭାବ କାରଣରୁ ବିଭିନ୍ନ ସମୟରେ ନିରିହ ଲୋକଙ୍କ ପ୍ରାଣବାୟୁ ଉଡିଯାଉଛି । ଜନକେଡା ଅଞ୍ଚଳରେ ବିଦ୍ୟୁତ ବିଭାଗ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ତଥା ମୄତ ଶିଶୁର ପରିବାର ବର୍ଗଙ୍କୁ କ୍ଷତିପୂରଣ ଦେବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ