Masthead

ପାରାଦୀପରେ ରାଷ୍ଟ୍ରପତି, ବୋଇତ ବନ୍ଦାଣ ପରେ ଜାହାଜରେ ବସି କଲେ ଜଳଯାତ୍ରା

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଜାହାଜରେ ବସି ଜଳଯାତ୍ରା କରିଛନ୍ତି ମହାମହିମ ।  ପିଲାଙ୍କୁ ଚକୋଲେଟ୍ ବାଣ୍ଟିଥିଲେ ରାଷ୍ଟ୍ରପତି । ସେପଟେ ମହାମହିମଙ୍କ ଗସ୍ତକୁ ନେଇ ସଜେଇ ହୋଇଛି ବନ୍ଦର ନଗରୀ ।ନେହେରୁ ବଙ୍ଗଳାରେ ରାଷ୍ଟ୍ରପତି ମଧ୍ୟାନ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ମତ୍ସ୍ୟଜୀବୀଙ୍କୁ ଭେଟି ଆଲୋଚନା କରିବେ ରାଷ୍ଟ୍ରପତି । ପାରାଦୀପରୁ ଅପରାହ୍ଣରେ ଭୁବନେଶ୍ୱର ଆସି ଦିଲ୍ଲୀ ଫେରିଯିବାର କାର୍ଯ୍ୟସୂଚୀ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ