Masthead

ପାରାଦୀପରେ ରାଷ୍ଟ୍ରପତି, ବୋଇତ ବନ୍ଦାଣ ପରେ ଜାହାଜରେ ବସି କଲେ ଜଳଯାତ୍ରା

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଜାହାଜରେ ବସି ଜଳଯାତ୍ରା କରିଛନ୍ତି ମହାମହିମ ।  ପିଲାଙ୍କୁ ଚକୋଲେଟ୍ ବାଣ୍ଟିଥିଲେ ରାଷ୍ଟ୍ରପତି । ସେପଟେ ମହାମହିମଙ୍କ ଗସ୍ତକୁ ନେଇ ସଜେଇ ହୋଇଛି ବନ୍ଦର ନଗରୀ ।ନେହେରୁ ବଙ୍ଗଳାରେ ରାଷ୍ଟ୍ରପତି ମଧ୍ୟାନ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ମତ୍ସ୍ୟଜୀବୀଙ୍କୁ ଭେଟି ଆଲୋଚନା କରିବେ ରାଷ୍ଟ୍ରପତି । ପାରାଦୀପରୁ ଅପରାହ୍ଣରେ ଭୁବନେଶ୍ୱର ଆସି ଦିଲ୍ଲୀ ଫେରିଯିବାର କାର୍ଯ୍ୟସୂଚୀ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ