Before Header

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

0 16

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ପହଞ୍ଚିଛନ୍ତି । ସାଙ୍ଗରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ବିମାନ ବନ୍ଦରରୁ ସିଧାସଳଖ ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗଦେବେ । ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବେ ରାଷ୍ଟ୍ରପତି ।

Leave A Reply

Your email address will not be published.