Masthead

୨ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ସନ୍ଧ୍ୟା ୬ଟା ୨୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ ରାଷ୍ଟ୍ରପତି । ପରେ ରାଜଭବନରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି । ୨୧ ସକାଳ ୯ଟା ୪୫ରେ ଝାରସୁଗୁଡର ବିମାନବନ୍ଦରରେ ପହଂଚିବେ ରାଷ୍ଟ୍ରପତି । ଏହାପରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ରାଉରକେଲାରୁ ଫେରି ରାଜଭବନରେ ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି । ୨୨ ତାରିଖ ସକାଳ ୯ଟା ୫ ମିନିଟରେ ପୁରୀ ଗସ୍ତ କରି ମହାପ୍ରଭୃଙ୍କୁ ଦର୍ଶନ କରିବେ । ଶ୍ରୀଜୀଉଙ୍କୁ ଦର୍ଶନ ପରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଅପରାହ୍ନ ୪ଟା ୫୫ରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତନ କରିବେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାକୁ ନେଇ ପ୍ରଶାସନ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ