Masthead

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନଆ ଓଡିଶା ଗସ୍ତରେ ଆସିବେ । ଆସନ୍ତା ୨୧ ତାରିଖରେ ରାଷ୍ଟ୍ରପତିଙ୍କର ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ୨୨ ତାରିଖରେ ଭାରତୀୟ ତୈଳନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାକ୍ଷାନମାଳା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ରାଷ୍ଟ୍ରପତି କୋଣାର୍କର ସୂର୍ଯ୍ୟମନ୍ଦିର ପରିଦର୍ଶନ କରିିବାର କାର୍ଯ୍ୟକ୍ରମ ରହିଛି । ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମଧ୍ୟ ଯୋଗଦାନ କରିବେ । ଏନେଇ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି ।

ରାଷ୍ଟ୍ରପତି କାର୍ଯ୍ୟଭାର ଗ୍ରହଣ ପରେ ୧ମ ଥର ପାଇଁ କୋଣାର୍କ ମନ୍ଦିର ପରିଦର୍ଶନରେ କରୁଛନ୍ତି । ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ସ୍ୱାଗତ କରିବେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତିଙ୍କ ସହ କେତେକ କେନ୍ଦ୍ରମନ୍ତ୍ରୀ କାର୍ଯ୍ୟକ୍ରମ ଯୋଗଦେବେ । ଏନେଇ ରାଷ୍ଟ୍ରପତି ଭବନ, କେନ୍ଦ୍ର ଗୃହ ମନ୍ତ୍ରଣାଳୟ, ରାଜ୍ୟ ରାଜଭବନ କାର୍ଯ୍ୟାଳୟ, ରାଜ୍ୟ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି । କରୋନା କଟକଣା ଦୃଷ୍ଟିରୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା