Masthead

ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ହେଭିଓ୍ବେଟ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଭୟଙ୍କର ରେଳ ଦୁର୍ଘଟଣା ଖବର ପାଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, କଂଗ୍ରେସର ରାଷ୍ଟ୍ରୀୟ ସଭାପତି, ରାହୁଲ ଗାନ୍ଧି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ସମବେପଦନା ଜଣାଇବା ସହ ଆହତଯାତ୍ରୀମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆହତମାନଙ୍କୁ ତୁରନ୍ତ ଉପଯୁକ୍ତ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଡାକ୍ତରଖାନାରେ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ପହଞ୍ଚô ସ୍ୱାସ୍ଥ୍ୟସେବାର ତଦାରଖ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା